ଆଜିର ଖବର ସତ୍ୟ ଓ ନିର୍ଭିକ ସମ୍ବାଦ ପରିବେଷଣ କରିବାକୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆହ୍ବାନ ଦେଲେ ରାଜସ୍ବ ମନ୍ତ୍ରୀ ଭୁବନେଶ୍ବର: ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ। ସତ୍ୟ ଓ ନିର୍ଭିକ ସମ୍ବାଦ ପରିବେଷଣ କରି ସମାଜକୁ ସଶକ୍ତ କରିବା ଲାଗି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମ…