ଆଜିର ଖବର ଏଥର ଭୁବନେଶ୍ବର ଲୋକସଭା ପାଇଁ ପ୍ରାର୍ଥୀ ଦେଲା କଂଗ୍ରେସ, ସଂଖ୍ୟାଲଘୁ ଭୋଟ ଉପରେ ଭରସା ଭୁବନେଶ୍ବର: ଚଳିତ ନିର୍ବାଚନରେ କଂଗ୍ରେସ ଭୁବନେଶ୍ବର ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏଥର ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ୟାଶିର୍ ନୱାଜଙ୍କୁ ଦଳ ପ୍ରାର୍ଥୀ କରିଛି।…