ଆଜିର ଖବର ୟୁଗମ ଇନୋଭେସନ କନକ୍ଲେଭ- ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀର ଆବଶ୍ୟକତା ଅନୁସାରେ ଆମେ ଦେଶର ଶିକ୍ଷା ବ୍ୟବସ୍ଥାକୁ ଆଧୁନିକୀକରଣ କରୁଛୁ ବୋଲି ମଙ୍ଗଳବାର ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୟୁଗମ ଇନୋଭେସନ କନକ୍ଲେଭ -…