ଆଜିର ଖବର ରାଜଧାନୀରୁ ୧୦ ଲକ୍ଷ ଟଙ୍କାର ଧଳା ଜହର ଜବତ କଲା କ୍ରାଇମବ୍ରାଞ୍ଚ ଏସଟିଏଫ ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୨ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। କ୍ରାଇମବ୍ରାଞ୍ଚ ଏସଟିଏଫ ଏହି ବ୍ରାଉନ ସୁଗାର ଜବତ କରିଛି। ଜବତ ହୋଇଥିବା ବ୍ରାଉନ…