ଆଜିର ଖବର ୟୁନିଫାଏଡ଼୍ ଅଟୋମେସନ ସିଷ୍ଟମ୍ ଲାଗୁ କରିବା ପୂର୍ବରୁ ଆବଶ୍ୟକୀୟ ଭିତ୍ତିଭୂମି ଯୋଗାଇ ଦିଆଯାଉ: ଓଷ୍ଟା ଭୁବନେଶ୍ୱର: ଆବଶ୍ୟକୀୟ ଭିତ୍ତିଭୂମି ନ ଯୋଗାଇ ବିଦ୍ୟାଳୟ ସ୍ତରରେ ନୂତନ ଭାବେ ଲାଗୁ କରାଯାଉଥିବା ୟୁଏଏସ୍ ପୋର୍ଟାଲ୍ ବା ୟୁନିଫାଏଡ଼୍ ଅଟୋମେସନ ସିଷ୍ଟମ ବ୍ୟବସ୍ଥାକୁ ଓଡ଼ିଶା ମାଧ୍ୟମିକ…