ଆଜିର ଖବର ୟୁପିଏସସିର ଶତବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ଠାରେ ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ୍ (ୟୁପିଏସସି)ର ଶତବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିଥିଲେ। ନିଜ ଭାଷଣରେ ଏହି ଶତବାର୍ଷିକୀ…