ଆଜିର ଖବର ଗତବର୍ଷର ୪ ଲକ୍ଷ ମେଟ୍ରିକ ଟନ୍ ୟୁରିଆ ଯୋଗାଣ ଅବ୍ୟାହତ ରଖିବା ପାଇଁ କୃଷିମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଦାବି ଭୁବନେଶ୍ୱର: ରାଜ୍ୟର ଚାଷୀମାନେ କୃଷିକାର୍ଯ୍ୟରେ ପାରମ୍ପରିକ ୟୁରିଆ ସାର ବ୍ୟବହାର କରିଥାଆନ୍ତି। ରାଜ୍ୟରେ ‘ନାନୋ’ ୟୁରିଆ ସାରର ପ୍ରଚଳନ ଆରମ୍ଭ ହୋଇଯାଇଛି। ଚାଷୀମାନେ ପାରମ୍ପରିକ ୟୁରିଆ ସାର…