ଜାତୀୟ ଖବର ରାଜ୍ୟରେ ୧୨୧୪ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ମିଳିଲା ଅନୁମୋଦନ, ୨୪୨୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ଭୁବନେଶ୍ୱର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ୮ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।…