ଆଜିର ଖବର କଣ୍ଟାବାଞ୍ଜିରେ ୱାଗନ୍ ମରାମତି କାରଖାନା ପ୍ରତିଷ୍ଠା ପାଇଁ ୨୪୪ କୋଟି ଅନୁମୋଦନ ଭୁବନେଶ୍ଵର: ରେଳବାଇ ବୋର୍ଡ ଦ୍ୱାରା ୨୪୪.୭୭ କୋଟି ଟଙ୍କା ଅନୁମୋଦନ ପାଇବା ପରେ ରେଳ ମନ୍ତ୍ରଣାଳୟ କଣ୍ଟାବାଞ୍ଜୀରେ ୱାଗନ୍ ପିରିଓଡିକ୍ ମରାମତି (ପିଓଏଚ୍) କାରଖାନା ସୁବିଧା ପ୍ରତିଷ୍ଠା…