ଆଜିର ଖବର ରାଜ୍ୟରେ ‘ୱାନ ନେସନ୍ ୱାନ ରାସନ୍ କାର୍ଡ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ୱାନ ନେସନ୍ ୱାନ ରାସନ୍ କାର୍ଡ ବ୍ୟବସ୍ଥା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି।…