ଆଜିର ଖବର ଆଇଏଫଏଫଆଇ ୨୦୨୪: ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍ ରେ ପ୍ରଦର୍ଶିତ ହେବ ୬ଟି ଚଳଚ୍ଚିତ୍ର ନୂଆଦିଲ୍ଲୀ: ଫିଲ୍ମ ବଜାର ୬ଟି ବିଶେଷ କାଳ୍ପନିକ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛି ଯାହା ଚଳିତ ବର୍ଷ ଆଇଏଫଏଫଆଇରେ ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍ ପାଇଁ ଆନୁଷ୍ଠାନିକ ଚୟନରେ ସ୍ଥାନ…