ଆଜିର ଖବର ଜୀ-ସାର୍ଥକରେ ମହା ଡବଲ୍ ପ୍ରିମିୟର୍: ଆସନ୍ତାକାଲି ଦେଖନ୍ତୁ ନାରୀ ସଂଘର୍ଷର ଅପୂର୍ବ କାହାଣୀ ‘ଦୁର୍ଗା’ ଭୁବନେଶ୍ଵର: ଓଡ଼ିଶାର ଘରେ ଘରେ ପରିଚିତ ତଥା ଅଗ୍ରଣୀ ମନୋରଞ୍ଜନ ଚ୍ୟାନେଲ୍ ‘ଜୀ-ସାର୍ଥକ’ ପକ୍ଷରୁ ଦର୍ଶକଙ୍କ ପାଇଁ ଏକ ଚମତ୍କାର ଭେଟି। ନିଜର ଉନ୍ନତ ବିଷୟବସ୍ତୁ ଓ…