ୱାର୍ଲ୍ଡସ୍କିଲ୍ସ ସାଂଘାଇ

ନୂଆଦିଲ୍ଲୀ: କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ (ଏମ୍ଏସ୍ଡିଇ) ପକ୍ଷରୁ ଇଣ୍ଡିଆସ୍କିଲ୍ସ ପ୍ରତିଯୋଗିତା ୨୦୨୬-୨୭ ପାଇଁ ପଞ୍ଜୀକରଣ ଅବଧିକୁ ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।…