ଆଜିର ଖବର ପବିତ୍ର ବୁଡ଼ ପରେ ଶ୍ରଦ୍ଧାଳୁଙ୍କ ଘରକୁ ଫେରାଇବା ପାଇଁ ଦିନରାତି କାମ କରୁଛି ରେଳବାଇ: ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରେଳବୋର୍ଡ ସିଇଓ ତଥା ସିଆରବି ସତୀଶ କୁମାର ରେଳ ଭବନରେ ଥିବା ୱାର ରୁମରେ ଉତ୍ତର ପ୍ରଦେଶ…