ଆଜିର ଖବର ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ ଭୁବନେଶ୍ଵର: ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ , ୱାଲଟେୟାର ମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଲଳିତ ବୋହରାଙ୍କ ସହିତ ମୁଖ୍ୟାଳୟର ପ୍ରମୁଖ ବିଭାଗ ମୁଖ୍ୟ…