ଜାତୀୟ ଖବର ଆଜି ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ ଏବଂ ଓଡ଼ିଶା ଗସ୍ତ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଏବଂ ଓଡ଼ିଶା ଗସ୍ତ କରିବେ। ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ, ପ୍ରଧାନମନ୍ତ୍ରୀ ବାରାଣସୀଠାରେ ଏକ ନୂତନ ପୋଷାକ…