ଆଜିର ଖବର ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା ଭୁବନେଶ୍ବର: ଏଣିକି ଜାତୀୟ ରାଜପଥ, ଏକ୍ସପ୍ରେସ୍ୱେ, ରାଜ୍ୟ ରାଜପଥ ଏବଂ ଜିଲ୍ଲା ମୁଖ୍ୟ ସଡ଼କର ପ୍ରତି ୫୦ କିଲୋମିଟର ଅନ୍ତରରେ ୱେ-ସାଇଡ୍ ଆମିନିଟିସ୍ ସେଣ୍ଟର (ସଡ଼କ ପାର୍ଶ୍ୱ…