ଜାତୀୟ ଖବର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ CBSE ର ବଡ ନିଷ୍ପତି, ବର୍ଷକୁ କରିବ ଦୁଇଥର ପରୀକ୍ଷା, ଲୋଡିଲା ମତାମତ ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬-୨୭ ଶିକ୍ଷାବର୍ଷରୁ ବର୍ଷକୁ ଦୁଇଥର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବା ପାଇଁ ନୂତନ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିଛି।…