ଜାତୀୟ ଖବର ଜନଧନ ଯୋଜନାର ୧୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜନ ଧନ ଯୋଜନାର ଦଶମ ବାର୍ଷିକୀ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଉପରେ ଏହାର ଗୁରୁତ୍ୱପୂର୍ଣ୍ଣ ପ୍ରଭାବକୁ ପାଳନ କରିଛନ୍ତି…