ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରରେ କ୍ଷେପଣାସ୍ତ୍ର ମାଡ଼: ଭାରତୀୟଙ୍କ ସମେତ ୧୩ ମୃତ ରିଆଦ: ସାଉଦି ଆରବର ରିୟାଦସ୍ଥିତ କିଙ୍ଗ ଖାଲିଦ୍ ଆନ୍ତର୍ଜାତୀୟ ବିମାନବନ୍ଦରରେ ଇରାନ ସମର୍ଥିତ ହୁତି ବିଦ୍ରୋହୀଙ୍କ ଦ୍ୱାରା କରାଯାଇଥିବା ଏକ ଭୀଷଣ କ୍ଷେପଣାସ୍ତ୍ର ଆକ୍ରମଣରେ ଜଣେ ଭାରତୀୟଙ୍କ…