ଆଜିର ଖବର ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍ ଚିହ୍ନଟ ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 110ରେ ପହଞ୍ଚିଛି…