ଆଜିର ଖବର ଆସନ୍ତା 19 ତାରିଖରେ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳାଫଳ ଭୁବନେଶ୍ୱର : ଆସନ୍ତା 19 ତାରିଖରେ ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ । ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର…