ଆଜିର ଖବର ଏପ୍ରିଲ ୨ତାରିଖରୁ ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ସକାଳୁଆ ହେବ। ପ୍ରବଳ ଗ୍ରୀଷ୍ମପ୍ରବାହର ସମ୍ଭାବନାକୁ ଦୃଷ୍ଟିରେ ରଖିଏପ୍ରିଲ ୨ତାରିଖରୁ ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ସକାଳୁଆ ହେବ। ମାର୍ଚ୍ଚ ୩୦ତାରିଖ ସୁଦ୍ଧା ସମସ୍ତ ପରୀକ୍ଷା ଶେଷ…