ଜାତୀୟ ଖବର କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି : ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠି ସ୍ଥଗିତ, ସାଂସଦଙ୍କ ଦରମାର ତିରିଶ ପ୍ରତିଶତ ହ୍ରାସ ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଆଜି ବଡ ନିଷଷ୍ପତ୍ତି ନେଇଛନ୍ତି । ଆସନ୍ତା ଦୁଇ ବର୍ଷ ପାଇଁ ସାଂସଦ ପାଣ୍ଠିକୁ ସ୍ଥଗିତ ରଖିବାକୁ…