ଆଜିର ଖବର ରାଜଭବନ ନୁହେଁ, ପ୍ରଦର୍ଶନୀ ପଡିଆରେ ହେବ ନବୀନଙ୍କ ଶପଥ ଗ୍ରହଣ ଉତ୍ସବ, 29 ତାରିଖ ଦିନ 11ଟା 10ରେ ନେବେ ଶପଥ ସମୀକ୍ଷା ବ୍ୟୁରୋ ପ୍ରଥମ ଥର ପାଇଁ ନବୀନ ଓଡିଶା ରାଜନୀତିରେ ଏକ ନୂଆ କଥା କରିବାକୁ ଯାଉଛନ୍ତି। ଏଥର ନବୀନଙ୍କ ଶପଥ ଗ୍ରହଣ ଉତ୍ସବ ଚିରାଚରିତ ରାଜଭବନ…