ଆଜିର ଖବର ଇରାନର ଦାବି ଓ ଟ୍ରମ୍ପଙ୍କ ନୀତି ମଧ୍ୟରେ ହରମୁଜ୍ ପ୍ରଣାଳୀ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଯୁଦ୍ଧ ଉତ୍ତେଜନା ଓ ହରମୁଜ୍ ପ୍ରଣାଳୀକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି।…