ଆଜିର ଖବର ହାଇସ୍କୁଲ ଶିକ୍ଷକଙ୍କୁ ମିଳିବ ସପ୍ତମ ବେତନ କମିଶନ ହାରରେ ଦରମା, କ୍ୟାବିନେଟ ବୈଠକରେ ନିଷ୍ପତି ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ଏକ ବଡ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ରାଜ୍ୟର ନୂତନ ସହାୟତା ପ୍ରାପ୍ତ ଅଣ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ…