ଆଜିର ଖବର UNSCରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷର ସମର୍ଥନ ନୂଆଦିଲ୍ଲୀ: ଜାତିସଂଘ ସୁରକ୍ଷା ପରିଷଦ (UNSC)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଣିଥରେ ସମର୍ଥନ ଜଣାଇଛି ରୁଷ। ୮୧ତମ ଜାତିସଂଘ ସାଧାରଣ ସଭାର ଉଚ୍ଚସ୍ତରୀୟ ବୈଠକ ସମୟରେ ରୁଷ…