ଜାତୀୟ ଖବର ଆଧାର ସଂଶୋଧନ ପାଇଁ କେନ୍ଦ୍ର ସରକାରଙ୍କ ଏକ ବଡ ଘୋଷଣା, ଏଣିକି ଖୋଲିବ ସମସ୍ତ ସାଧାରଣ ସେବା କେନ୍ଦ୍ର ନୂଆଦିଲ୍ଲୀ, ଗ୍ରାମାଞ୍ଚଳର ଲୋକମାନଙ୍କ ସୁବିଧା ନିମନ୍ତେ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ୍ ଇଣ୍ଡିଆ (UIDAI) ଏକ ବଡ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସୂଚନା ଓ ଇଲେକ୍ଟ୍ରୋନିକ୍ସ ମନ୍ତ୍ରଣାଳୟ…