Abhay Singh

ନୂଆଦିଲ୍ଲୀ: ମହାକୁମ୍ଭ ସମୟରେ ଭାଇରାଲ ହୋଇଥିବା ଆଇଆଇଟି ବାବା ଅଭୟ ସିଂଙ୍କୁ ଜୟପୁର ପୋଲିସ ଗିରଫ କରିଛି। ସୋସିଆଲ ମିଡିଆରେ ସିଂ ଆତ୍ମହତ୍ୟା କରିବାକୁ ଧମକ ଦେଇଥିଲେ।…