ଜାତୀୟ ଖବର କିଏ ସେହି ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜା, ଯାହାଙ୍କ ପାଦତଳେ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ଛତିଶଗଡର ରାଜନନ୍ଦନ ଜିଲ୍ଲାର ଏକ ଲୋକପ୍ରିୟ ତୀର୍ଥସ୍ଥାନ ଡୋଙ୍ଗରଗଡ ପରିଦର୍ଶନ କରି ଜୈନ ସାଧୁ ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜଙ୍କୁ…