ଆଜିର ଖବର ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ…