ଆଜିର ଖବର କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଭୁବନେଶ୍ଵର: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆଭାସୀ ମାଧ୍ୟମରେ ସାମିଲ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା…