ଆଜିର ଖବର ମେଳ ହେଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଡିଏନଏ, ଆଜି ସନ୍ଧ୍ୟାରେ ପରିବାରକୁ ହସ୍ତାନ୍ତର ହେବ ମୃତଦେହ ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଡିଏନଏ ପରୀକ୍ଷା ମେଳ ଖାଉଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳ…