ଆଜିର ଖବର ଆଗାମୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ଵତନ୍ତ୍ର ପଦକ୍ଷେପ: ଭିଡ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ AI କ୍ୟାମେରା ପୁରୀ: ଆଗାମୀ ରଥଯାତ୍ରା ସମୟରେ ପୁରୀକୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ବୃଦ୍ଧିକୁ ନଜରରେ ରଖି ଭିଡ଼ ନିୟନ୍ତ୍ରଣ ନେଇ AI କ୍ୟାମେରାର ବ୍ୟବହାର କରାଯିବ। ମହାପ୍ରଭୁଙ୍କର…