ଆଜିର ଖବର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା ଉପରେ ଦକ୍ଷତା ବିକାଶ” କର୍ମଶାଳା ଭୁବନେଶ୍ଵର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ” କର୍ମଶାଳା ବୁଧବାର ଉଦ୍ଘାଟିତ ହୋଇଯାଇଛି। ଉକ୍ତ କର୍ମଶାଳାରେ…