ଆଜିର ଖବର ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ! ନୂଆଦିଲ୍ଲୀ: ଆଗାମୀ ଦିନରେ ବିମାନ ଯାତ୍ରା ମହଙ୍ଗା ହୋଇପାରେ କାରଣ ବିମାନ କମ୍ପାନୀଗୁଡ଼ିକ ଟିକେଟ ମୂଲ୍ୟ ବୃଦ୍ଧି କରିବାର ସମ୍ଭାବନା ରହିଛି। ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୂରାଜନୈତିକ ଉତ୍ତେଜନା…