ଅନ୍ତରାଷ୍ଟ୍ରୀୟ ଉଡ଼ାଣର କିଛି ସମୟ ପରେ ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି: ଯାତ୍ରା ବାତିଲ ହେବ କି ସ୍ୱିଜରଲ୍ୟାଣ୍ଡ ଯାତ୍ରା? ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ୱିଜରଲ୍ୟାଣ୍ଡର ଡାଭୋସ୍ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର କିଛି…