ଆଜିର ଖବର ବିମାନ ଟାୟାରରେ ନିଆଁ ନେପାଳ: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ତୁର୍କୀଏ ଏୟାରଲାଇନ୍ସର ଏକ ବିମାନର ଟାୟାରରେ ନିଆଁ ଲାଗିଯିବାରୁ ଏକ ବଡ଼ ଦୁର୍ଘଟଣା ଏଡାଇ ଯାଇଛି।…