ବିଶେଷ ଖବର ଓଡିଶା ଗସ୍ତରେ ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ: ମୁଖ୍ୟମନ୍ତ୍ରୀଙ୍କ ସହ ବିକାଶ ସମ୍ପର୍କିତ ନୀତି ସମ୍ପର୍କରେ ହେଲା ଆଲୋଚନା ଭୁବନେଶ୍ଵର: ବିଶ୍ୱ ବ୍ୟାଙ୍କ ଗ୍ରୁପ ଅଧ୍ୟକ୍ଷ ଅଜୟ ବାଙ୍ଗା ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ବୈଠକରେ ଉଭୟ ରାଜ୍ୟର ବିକାଶ…