ଆଜିର ଖବର ଅଜୟ ଦେବଗନ ଏବଂ ଶାହରୁଖ ଖାନଙ୍କୁ ନୋଟିସ ଜାରି: ତମାଖୁ ପ୍ରଚାର ପାଇଁ ସ୍ପଷ୍ଟୀକରଣ ମାଗିଲା ଏଫଡିଏ ମୁମ୍ବାଇ: ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (ଏଫଡିଏ) ଏକ ବିଜ୍ଞାପନ ସମ୍ପର୍କରେ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କୁ କାରଣ…