ଆଜିର ଖବର ନିର୍ଭୟା ଗଣଦୁଷ୍କର୍ମ ମାମଲା : ଅଭିଯୁକ୍ତଙ୍କ ପୁନର୍ବିଚାର ଯାଚିକାକୁ ଖାରଜ କଲେ ସର୍ବୋଚ୍ଚ କୋର୍ଟ ନୂଆଦିଲ୍ଲୀ,18/12 : ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଅକ୍ଷୟ ସିଂର ପୁନର୍ବିଚାର ଯାଚିକାକୁ ଖାରଜ କରିଛନ୍ତି ସର୍ବୋଚ୍ଚ କୋର୍ଟ । ଜଷ୍ଟିସ୍ ଆର ଭାନୁମତୀ, ଅଶୋକ ଭୂଷଣ…