ଜାତୀୟ ଖବର ଆର୍ଥିକ ପ୍ରଦର୍ଶନକୁ ଅଧିକ ତ୍ୱରାନ୍ୱିତ କର, ସଚିବସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…