ଜାତୀୟ ଖବର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ, ବିଭିନ୍ନ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ଗୁରୁତ୍ୱ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ଅର୍ଥ ବିଭାଗ ତରଫରୁ…