ଆଜିର ଖବର ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ ପଶ୍ଚିମବଙ୍ଗ: ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ କରିବା ପାଇଁ…