Amit Shah in Odisha

ଭୁବନେଶ୍ବର: ଆଜି ଓଡିଶା ନିର୍ବାଚନ ପ୍ରଚାର କମ୍ପମାନ ହେବ। କାରଣ ଆଜି ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ତୁଙ୍ଗ ନେତାମାନେ ଓଡିଶା ପ୍ରଚାରରେ ଆସୁଛନ୍ତି।…