ଆଜିର ଖବର ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର ଅମରାବତୀ: ମହାରାଷ୍ଟ୍ରର ଅମରାବତୀ ଜିଲ୍ଲା ମହିଳା ହସ୍ପିଟାଲରେ ସୋମବାର ଭୋରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲର ତୃତୀୟ ମହଲାରେ ଥିବା ନିଓନାଟାଲ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (NICU)ରେ…