ଆଜିର ଖବର ସୀତାମଢ଼ି-ଦିଲ୍ଲୀ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ଅମିତ ଶାହ ଏବଂ ନୀତିଶ କୁମାର ନୂଆଦିଲ୍ଲୀ: ଭାରତ ସରକାରଙ୍କ ଗୃହ ଏବଂ ସହଯୋଗ ମନ୍ତ୍ରୀ ଅମିତ ଶାହ ଏବଂ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ସୀତାମଢ଼ିରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ନୂତନ…