ଆଜିର ଖବର ଅନନ୍ତନାଗରେ ସୁରକ୍ଷା ବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷାବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ସଙ୍ଗଠିତ ହୋଇଛି। ଏକ ସର୍ଚ୍ଚ ଅପରେସନ୍ ଚାଲିଥିବା ସମୟରେ ଏହି ଏନ୍କାଉଣ୍ଟର ଘଟିଥିଲା। ଶନିବାର…