ଆଜିର ଖବର ଆରମ୍ଭ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ ମୃତ୍ତିକା ’- ୨୦୨୬ ଭୁବନେଶ୍ୱର: ଟେରାକୋଟା ଏବଂ କୁମ୍ଭାର ଶିଳ୍ପରେ କାର୍ଯ୍ୟରତ ହସ୍ତଶିଳ୍ପୀମାନଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ନେଇ ରାଜ୍ୟସ୍ତରୀୟ “ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’-୨୦୨୬” ଶନିବାରଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ…